ଭୁବନେଶ୍ୱର, ବାହୁଡା ଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ‘ବାହୁଡ଼ା ଯାତ୍ରା’ର ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁଙ୍କ ପାଖରେ ବିଶ୍ୱବାସୀଙ୍କ ମଙ୍ଗଳ କାମନା କରୁଛି । ଜୟ ଜଗନ୍ନାଥ ।