ଭୁବନେଶ୍ୱର– ପବିତ୍ର ବାହୁଡା ଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ।ନବଦିନାତ୍ମକ ଯାତ୍ରା ସାରି ଆଡ଼ପ ମଣ୍ଡପରୁ ରତ୍ନବେଦୀକୁ ବାହୁଡ଼ି ଆସିବେ ଚତୁର୍ଦ୍ଧାମୂର୍ତ୍ତି। କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଆସ୍ଥା ଓ ବିଶ୍ବାସର ଏହି ଦିବ୍ୟ ଯାତ୍ରା ଅବସରରେ ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ କାମନା କରୁଛି। ଜୟ ଜଗନ୍ନାଥ ।
Related Stories
November 22, 2024