ଭୁବନେଶ୍ୱର/ବାରିପଦା – ବାରିପଦା ସ୍ଥିତ ସାଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ସର୍ଟସର୍କିଟରୁ ହସ୍ପିଟାଲର ଦ୍ବିତୀୟ ମହଲାରେ ଥିବା ଆଇସିୟୁ ଡ୍ୟୁଟି ରୁମରେ ନିଆଁ ଲାଗିଛି। ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛନ୍ତି । ସମସ୍ତ ରୋଗୀ ସୁରକ୍ଷିତ ଥିବା ଜଣାପଡିଛି।
Related Stories
November 22, 2024