ପୁରୀ/ଭୁବନେଶ୍ୱର , ଗୁରୁବାର ଦିନ ଭକ୍ତମାନଙ୍କ ପାଇଁ ମନ୍ଦିର ପ୍ରବେଶ କଟକଣା ରହିବ ବୋଲି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଓ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନାଦେଇଛନ୍ତି ।
ସେମାନେ କହିଛନ୍ତି ଯେ, ସକାଳ ୯ଟା ପରେ କମିଟି ସଦସ୍ୟ ଶ୍ରୀମନ୍ଦିରକୁ ପ୍ରବେଶ କରିବେ । ପ୍ରାୟ ସକାଳ ୮ଟା ବେଳକୁ ମନ୍ଦିର ପ୍ରବେଶ କଟକଣା କରାଯିବ। ସେହି ସମୟରେ ସାଧାରଣ ଭକ୍ତଙ୍କ ପାଇଁ ମନ୍ଦିର ପ୍ରବେଶ କଟକଣା ରହିବ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO