ଭୁବନେଶ୍ୱର/ଆଠଗଡ଼– ଅଜଣା ଗାଡି ଧକ୍କାରେ 8 ବର୍ଷୀୟ ହରିଣ ମୃତ । ଆଠଗଡ଼ ବନଖଣ୍ଡ ସୁବାସି ସଂରକ୍ଷିତ ଜଙ୍ଗଲ ଡାଲଖାଇ ଠାକୁରାଣୀଙ୍କ ନିକଟରେ ଅଜଣା ଗାଡ଼ି ଧକ୍କାରେ ଗୋଟିଏ ୮ ବର୍ଷୀୟ ହରିଣର ମୃତ୍ୟୁ ହୋଇଛି । ଏନେଇ ରେଞ୍ଜର ରବିନ୍ଦ୍ର କୁମାର ନାୟକ ସୂଚନା ଦେଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO