କେନ୍ଦୁଝର– କେନ୍ଦୁଝର ସାଂସଦ ଅନନ୍ତ ନାୟକ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ତାଙ୍କର ଜନ୍ମ ଦିନରେ ଶୁଭକାମନା ଜଣାଇଛନ୍ତି ।ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ରେଳବାଇ, ସୂଚନା ପ୍ରଯୁକ୍ତି ଭଳିମନ୍ତ୍ରଣାଳୟର ମନ୍ତ୍ରୀ ଭାବେ ଗୁରୁତ୍ୱପୂର୍ଣ ଦାୟିତ୍ୱ ନିର୍ବାହ କରୁଥିବା ଆଦରଣୀୟ ଅଶ୍ୱିନୀ ବୈଷ୍ଣବଙ୍କୁଜନ୍ମ ଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ମଙ୍ଗଳକାମନା । ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା ତାରିଣୀଙ୍କ ନିକଟରେ ତାଙ୍କର ଦୀର୍ଘ ଜୀବନ ଓ ଉତ୍ତମ ସ୍ୱାସ୍ଥ୍ୟ ପାଇଁ କାମନା କରୁଛି ।
Related Stories
September 19, 2024
September 19, 2024