ଭୁବନେଶ୍ୱର/ମୋହନା,ବସ- ପିକଅପ ଭ୍ୟାନ ମୁହାଁମୁହିଁ ଧକ୍କା ହୋଇଛି । ଅଡବା ଥାନା ଦମାଦୁଆ ନିକଟରେ ବିକ୍ରାନ୍ତ ନାମକ ଯାତ୍ରୀବାହୀ ବସ ଓ ପିକଅପ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଜଣେ ଆହତ ହୋଇଛନ୍ତି । ଆହତଙ୍କୁ ଅଡବା ମେଡିକାଲରେ ଭର୍ତ୍ତି କରାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO