ଭୁବନେଶ୍ୱର-କାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତାକାଲି ଠାରୁ ଆରମ୍ଭ ହେଉଥିବାରୁ ଏହି ଦିନ (ସୋମବାର) ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ସମ୍ପର୍କରେ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Related Stories
November 22, 2024