ଭୁବନେଶ୍ୱର/କୁଜଙ୍ଗ– ଭୁଜାଲିରେ ହାଣି ଲୁଟିନେଲେ ଟଙ୍କା । କୁଜଙ୍ଗ ଥାନା ଅଂଚଳରେ ଘଟିଛି ଏଭଳି ଘଟଣା । ଗତକାଲି ରାତିରେ ଅଵସରପ୍ରାପ୍ତ ଅଧ୍ୟାପକ ଦେଵୀ ମିଶ୍ରଙ୍କ ଘରୁ ଲୁଟ ହୋଇଛି । ଦୁର୍ବୃତ୍ତମାନେ ଭୁଜାଲିରେ ହାଣି ଟଙ୍କା ଓ ସୁନାଗହଣା ଲୁଟି ନେଇଛନ୍ତି । ପୋଲିସ ଘଟଣାର ତଦନ୍ତ କରୁଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO