ଭୁବନେଶ୍ୱର – ଭିଜିଲାନ୍ସ ଜାଲରେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଲୋୟର ସୁକତେଲ୍ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏହି ରେଡରେ 2ଜଣ ଅତିରିକ୍ତ ଏସପି, 8ଜଣ ଡିସିପି, 6ଜଣ ଇନସପେକ୍ଟର, 10ଜଣ ଏଏସଆଇ ଓ ଅନ୍ୟ ସହଯୋଗୀ ଷ୍ଟାଫ ସାମିଲ ହୋଇଛନ୍ତି । ଭୁବନେଶ୍ୱର ସହିତ ପୁରୀ, ଅନୁଗୁଳ, କଟକ ଓ ବଲାଙ୍ଗିରର 9ଟି ସ୍ଥାନରେ ରେଡ୍ ଚାଲିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO