ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଟି ନୂଆ ଇ.ଏସ.ଆଇ ହସ୍ପିଟାଲ ସ୍ଥାପନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । କେନ୍ଦୁଝର ଓ ସୋନପୂର ସହରରେ ଏହି ଦୁଇଟି ହସ୍ପିଟାଲ ପ୍ରତିଷ୍ଠା ହେବ । ଏହାଦ୍ୱାରା ସ୍ଥାନୀୟ ଅଂଚଳର ଶ୍ରମିକ ଶ୍ରେଣୀର ଲୋକ ଓ ସେମାନଙ୍କ ପରିବାର ଉତମ ସ୍ୱାସ୍ଥ୍ୟ ସେବା ପାଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
Related Stories
November 24, 2024
November 24, 2024