ଭୁବନେଶ୍ଵର– ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକରେ ସର୍ବାଧିକ ୯୮.୩ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ସୋନପୁର ଜିଲ୍ଲାର ବିନିକାରେ ୭୨.୦ ମି.ମି., ସୋନପୁରରେ ୭୧.୪ ମି.ମି., କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆରେ ୬୭.୨ ମି.ମି., ସୋନପୁର ଜିଲ୍ଲାର ଉଲୁଣ୍ଡାରେ ୬୪.୪ ମି.ମି., କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ୬୩.୦ ମି.ମି., ନନ୍ଦପୁରରେ ୫୯.୦ ମି.ମି., ବୌଦ୍ଧ ଜିଲ୍ଲାର ଖଇରମାଳରେ ୫୮.୦ ମି.ମି., କୋରାପୁଟ ଜିଲ୍ଲାର ଲମତାପୁଟରେ ୫୫.୨ ମି.ମି., କନ୍ଧମାଳ ଜିଲ୍ଲାର କଳିଙ୍ଗାରେ ୫୪.୦ ମି.ମି., ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ରେ ୫୩.୬ ମି.ମି., ସମ୍ବଲପୁର ଜିଲ୍ଲାର ବାଟଗାଁରେ ୫୨.୬ ମି.ମି., ବୌଦ୍ଧ ଜିଲ୍ଲାର କଂଟାମାଳରେ ୫୨.୪ ମି.ମି. ଏବଂ ସୋନପୁର ଜିଲ୍ଲାର ତରଭାରେ ୫୧.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 22, 2024