ନୂଆଦିଲ୍ଲୀ– ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଲଦ୍ଦାଖରେ ପହଂଚିବେ । ସେ କାରଗିଲ ବୀର ମେମୋରିଆଲ ଯିବେ । ପ୍ରଧାନମନ୍ତ୍ରୀ ମୋଦି କାରଗିଲ ବିଜୟ ଦିବସ ଉପଲକ୍ଷେରେ ଆୟୋଜିତ କାର୍ଯ୍ୟକ୍ରମରେ ଯୁଦ୍ଧରେ ନିଜର ସର୍ବୋଚ୍ଚ ବଳିଦାନ ଦେଇଥିବା ଦେଶର ବୀରଯୋଦ୍ଧାଙ୍କୁ ଶ୍ରଦ୍ଧାଂଜଳି ଅର୍ପଣ କରିବେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO