ପୁରୀ– ଅନୁଗୁଳ-ପୁରୀ ଫାଷ୍ଟ ପାସେଞ୍ଜର ଟ୍ରେନ୍ ରେ ନିଆଁ । ମାଳତିପାଟପୁରରୁ ହୁଳୁହୁଳିଆ ପୋଲ ମଧ୍ୟରେ ଏକ ବଗିରେ ନିଆଁ ଲାଗିଥିଲା । ଟ୍ରେନ୍ ର ବ୍ରେକ୍ ଘଷି ହୋଇ ଏହି ନିଆଁ ଲାଗିଥିବା ସୂଚନା ମିଳିଛି । ତେବେ ଏଥିରେ ଟ୍ରେନ୍ ରେ ଯାତ୍ରା କରୁଥିବା ଯାତ୍ରୀଙ୍କ କୌଣସି କ୍ଷୟକ୍ଷତି ହୋଇନାହିଁ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO