ଭୁବନେଶ୍ୱର, ଅବଦୁଲ କାଲାମଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ମିସାଇଲ ମ୍ୟାନ, କୋଟିକୋଟି ଯୁବକଙ୍କ ପ୍ରେରଣାର ସ୍ରୋତ, ମହାନ ବୈଜ୍ଞାନିକ ତଥା ପୂର୍ବତନ ରାଷ୍ଟ୍ରପତି, ଭାରତ ରତ୍ନ ଡକ୍ଟର ଏପିଜେ ଅବଦୁଲ କାଲାମଙ୍କ ପୁଣ୍ୟତିଥି ଅବସରରେ ସାଦର ଶ୍ରଦ୍ଧାଂଜଳି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO