ଭୁବନେଶ୍ୱର– ଆଜି ଦ୍ୱିତୀୟ ଶ୍ରାବଣ ସୋମବାର। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ପ୍ରମୁଖ ଶୈବପୀଠ। ସକାଳୁ ସକାଳୁ ବିଭିନ୍ନ ଶିବମନ୍ଦିରରେ ଲାଗିଛି କାଉଡ଼ିଆଙ୍କ ଲମ୍ବା ଧାଡ଼ି। ଶିବଲିଙ୍ଗରେ ଜଳାଭିଷେକ କରିଛନ୍ତି ହଜାର ହଜାର ଭକ୍ତ । କଟକର ପ୍ରସିଦ୍ଧ ଧବଳେଶ୍ୱର ଶୈବପୀଠ, ଲିଙ୍ଗରାଜଳ ଲୋକନାଥ, କପିଳାସ, ଆଖଣ୍ଡଳମଣି, ଲଡୁବାବା, ଗୁପ୍ତେଶ୍ୱର ଆଦି ପୀଠରେ କାଉଡିଆଙ୍କ ଭିଡ ଜମିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO