ଭୁବନେଶ୍ୱର, ତଳିଆ ଅଂଚଳରେ ଫୁଲୁଛି ନଦୀ । ମହାନଦୀରେ ବି ଜଳସ୍ତର ବଢିବାରେ ଲାଗିଛି । ହୀରାକୁଦ ଡ୍ୟାମରୁ ଗେଟ୍ ଖୋଲିବା ପରେ ଲଗାତର ଭାବେ ବଢୁଛି ଜଳସ୍ତର। କଟକ ମୁଣ୍ଡଳୀରେ ମହାନଦୀରେ ଜଳସ୍ତର କ୍ରମଗାତ ବୃଦ୍ଧି ପାଉଛି। ସକାଳ ୬ଟା ସୁଦ୍ଧା ମୁଣ୍ଡୁଳି ଦେଇ ୨ ଲକ୍ଷ କ୍ୟୁସେକ ବନ୍ୟା ଜଳ ନିଷ୍କାସିତ ହେଉଛି ।