ଭୁବନେଶ୍ୱର, ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ଦିନ ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। କୁମ୍ଭୀର ପ୍ରଜନନ ଋତୁ ପାଇଁ ଗତ ମେ’ ପହିଲାରୁ ଭିତରକନିକା ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା।