ଭୁବନେଶ୍ୱର, ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ଦିନ ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। କୁମ୍ଭୀର ପ୍ରଜନନ ଋତୁ ପାଇଁ ଗତ ମେ’ ପହିଲାରୁ ଭିତରକନିକା ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO