ଭୁବନେଶ୍ୱର/ବାଲେଶ୍ୱର– ବାଲେଶ୍ବର ଜଳ ସଂପଦ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ପ୍ରଭାସ ପ୍ରଧାନଙ୍କ ୫ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି । ପୈତୃକ ବାସଭବନ, ଫାର୍ମହାଉସ, ଜଳେଶ୍ବର ବାସଭବନ, ଶଶୁର ଘରେ ଚଢାଉ ହୋଇଛି । ରେସିଡେନ୍ସରୁ ବିଡା ବିଡା ୨ହଜାର ଟଙ୍କିଆ, ୫ଶହ ଟଙ୍କିଆ, ୨ଶହ ଟଙ୍କିଆ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ମିଳିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO