ବାଲେଶ୍ଵର,ଭିଜିଲାନ୍ସ ଜାଲରେ ଆଉ ଏକ ବଡ ମାଛ । ଆଜି ଜଳ ସମ୍ପଦ ବିଭାଗ ର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଭାସ ପ୍ରଧାନ ଙ୍କ ଘର ଉପରେ ଭିଜଲାନ୍ସ ରେଡ଼ କରିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏହି ରେଡ଼ ହୋଇଥିବା ସୂଚନା ।
ଶ୍ରୀ ପ୍ରଧାନଙ୍କ ନିଜ ଘର ସମେତ ସାତ ଟି ସ୍ଥାନ ରେ ରେଡ଼ ହୋଇଥିବା ସୂଚନା । ଏହି ରେଡ ସମୟ ରେ ବିପୁଳ ପରିମାଣର ସମ୍ପତ୍ତି ଠାବ ହୋଇଥିବା ଜଣାପଡ଼ିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO