ଭୁବନେଶ୍ୱର– ସ୍ୱାମୀ ଚିନ୍ମୟାନନ୍ଦ ସରସ୍ୱତୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ସନାତନ ଧର୍ମ ଓ ସଂସ୍କୃତିର ମୂଳଭୂତ ସିଦ୍ଧାନ୍ତ ବେଦାନ୍ତ ଦର୍ଶନର ମହାନ ପ୍ରବକ୍ତା, ଚିନ୍ମୟ ମିଶନର ପ୍ରତିଷ୍ଠାତା, ଆଧ୍ୟାତ୍ମିକ ଚିନ୍ତକ ତଥା ବେଦାନ୍ତ ଦର୍ଶନର ବିଦ୍ୱାନ ପୂଜ୍ୟ ସ୍ୱାମୀ ଚିନ୍ମୟାନନ୍ଦ ସରସ୍ୱତୀଙ୍କ ସ୍ମୃତିଦିବସ ଅବସରରେ ପ୍ରଣାମ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO