ଭୁବନେଶ୍ୱର/ଘସିପୁରା, ରାଜ୍ୟରେ ବେଧଡକ ଚାଲିଛି ଗୋରୁ ଚାଲାଣ କାରବାର । ଘସିପୁରା ଥାନା ଶୈଲଙ୍ଗ ନିକଟରୁ ଏକ ଗୋରୁ ବୋଝେଇ ଟ୍ରକ ଜବତ ହୋଇଛି । ସ୍ପେଶାଲ ସ୍କ୍ୱାର୍ଡ ପକ୍ଷରୁ ଚଢାଉ କରାଯାଇ ୫୦ରୁ ଊର୍ଦ୍ଧ୍ବ ଗୋରୁ ଥିବା ଏକ ୧୨ ଚକିଆ ଟ୍ରକ ଜବତ ହୋଇଛି । ଏହି ଘଟଣାରେ୨ଜଣଙ୍କୁ ଅଟକ ରଖଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO