ଭୁବନେଶ୍ୱର, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ପଦ୍ମଭୂଷଣ ପଣ୍ଡିତ ନୀଳକଣ୍ଠ ଦାସ ଙ୍କ ଜୟନ୍ତୀ ଅବସରରେ ବିଧାନସଭା ପରିସରରେ ଥିବା ତାଙ୍କର ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରା ଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା, ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଓ ଉପବାଚସ୍ପତି ଶ୍ରୀ ଭବାନୀ ଭୋଇ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତ ଥିଲେ । ସେହିପରି ଶାସକ ଦଳର ମୁଖ୍ୟ ସଚେତକ ଓ ଉପ ମୁଖ୍ୟ ସଚେତକ ତଥା ବିଭିନ୍ନ ବିଭାଗର ମନ୍ତ୍ରୀ ମାନେ ମଧ୍ୟ ଉପସ୍ଥିତ ଥିଲେ।
Related Stories
November 24, 2024
November 24, 2024