ଭୁବନେଶ୍ୱର, ସରକାରୀ କର୍ମଚାରୀଙ୍କ ଉପରୁ ହଟିଲା ୫ଟି ଚାର୍ଟର ଓ ମୋ ସରକାର। ଏନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ୫ଟି ଚାର୍ଟର ଓ ‘ମୋ ସରକାର’ ହଟାଇବାକୁ ଜିଏ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ ସିସିଆର୍ ରୁ ଏହା ହଟାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ଏହାର କୌଣସି ଆବଶ୍ୟକତା ନଥିବା ଦର୍ଶାଇ ଏହାକୁ ହଟାଯାଇଛି। ୨୦୧୯-୨୦ ପୂର୍ବରୁ ପ୍ରଚଳିତ ଫର୍ମାଟକୁ ପୁଣି ଥରେ ପ୍ରଚଳନ ପାଇଁ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।
Related Stories
November 23, 2024