ଭୁବନେଶ୍ୱର, ଭିଜିଲାନ୍ସ ଜାଲରେ ବିଡିଓ । ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରିଥିବା ସୂଚନା ମିଳିଛି । ଏହି ଅପରେସନରେ 6ଜଣ ଡିଏସପି, 6ଜଣ ଇନସପେକ୍ଟର, 10 ଏଏସଆଇ ଓ ଅନ୍ୟ ସହଯୋଗୀମାନେ ସାମିଲ ହୋଇଛନ୍ତି । ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ରେ ଏକକାଳୀନ ୮ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO