ଭୁବନେଶ୍ୱର, ଆଜି ହେଉଛି ଗୁରୁଦେବ ରବୀନ୍ଦ୍ର ନାଥ ଟାଗୋରଙ୍କ ପୁଣ୍ୟତିଥି । ଏହି ଅବସରରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଭାରତୀୟ ଜାତୀୟ ସଙ୍ଗୀତର ରଚୟିତା, ମହାନ କବି, ସାହିତ୍ୟକାର, ଦାର୍ଶନିକ ଏବଂ ନୋବେଇ ପୁରସ୍କାରରେ ସମ୍ମାନିତ ଗୁରୁଦେବ ରବୀନ୍ଦ୍ର ନାଥ ଟାଗୋରଙ୍କ ପୁଣ୍ୟତିଥି ଅବସରରେ ବିନମ୍ର ଶ୍ରଦ୍ଧାଂଜଳି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO