ଭୁବନେଶ୍ୱର– ଭାରତ ରତ୍ନ ଏମ.ଏସ ସ୍ୱାମୀନାଥନଙ୍କ ସ୍ମରଣ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ପ୍ରସିଦ୍ଧ ଭାରତୀୟ କୃଷି ବୈଜ୍ଞାନିକ ତଥା ସବୁଜ କ୍ରାନ୍ତିର ଜନକ ଭାରତ ରତ୍ନ ଏମଏସ ସ୍ୱାମୀନାଥନଙ୍କ ଜୟନ୍ତୀ ଅବସରରେ ସାଦର ପ୍ରଣାମ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO