କଟକ -ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଆଠଗଡ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଚଢାଉ କରୁଛି।ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ବିଡିଓଙ୍କ 8 ଟି ସ୍ଥାନରେ ଭିଜିଲାନ୍ସ ରେଡ କରୁଛି।ସୁଚନାନୁସାରେ ଭୁବନେଶ୍ୱର ଗୌତମ ନଗର ଫ୍ଲାଟ , ଆଠଗଡ, ନୟାଗଡ ,ଖୋର୍ଦ୍ଧା ରେ ମଧ୍ୟ ଭିଜିଲାନ୍ସ ଚଢାଉ କରୁଛି।ଭିଜିଲାନ୍ସ ଚଢାଉରେ ଜଣେ ଇନ୍ସପେକ୍ଟର ,ଡିଏସପି, ଦଶ ଜଣ ଏଏସ ଆଇ ଯାଞ୍ଚ କରୁଛନ୍ତି।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO