ନୂଆଦିଲ୍ଲୀ- ନାଗ ପଂଚମୀର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଆପଣ ସମସ୍ତଙ୍କୁ ନାଗ ପଂଚମୀର ହାର୍ଦ୍ଦିକ ଶୁଭକାମନା । ଭଗବାନ ନାଗଚନ୍ଦ୍ରେଶ୍ୱର ସମସ୍ତ ଭକ୍ତଙ୍କ ଜୀବନରେ ସୁଖ, ଶାନ୍ତି, ସମୃଦ୍ଧି ଆଣନ୍ତୁ ଏହାହିଁ କାମନା କରୁଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO