ଭୁବନେଶ୍ୱର/ପାଟକୁରା– ପାଟକୁରାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଗରଦପୁର ବ୍ଲକରେ ମିଳିତ ଅଭିଯୋଗ ଶୁଣାଣୀ ଶିବିରରେ ନୂତନ ଜିଲ୍ଲାପାଳ ସ୍ମୃତି ରଂଜନ ପ୍ରଧାନ ଯୋଗ ଦେଇ ଜନସାଧାରଣଙ୍କ ଅଭିଯୋଗ ଶୁଣିଛନ୍ତି ।
Related Stories
January 17, 2025
January 17, 2025