ବଲାଙ୍ଗିର– ଆସନ୍ତା ଅଗଷ୍ଟ ୧୫ ତାରିଖରେ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ଅବସରରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ତଥା ଶ୍ରମ ରାଜ୍ୟ ବୀମା ବିଭାଗ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଜାତୀୟ ପତାକା ଉତ୍ତୋଳନ କରିବେ । ଏଥିସହ ମନୋହରପୁର ପୋଲିସ ପଡିଆରେ ଜିଲ୍ଲା ସ୍ତରୀୟ ସମ୍ମିଳିତ ପ୍ୟାରେଡ୍ରେ ସେ ଅଭିବାଦନ ଗ୍ରହଣ କରିବେ ବୋଲି ଜଣାପଡିଛି ।
Related Stories
November 22, 2024