ଭୁବନେଶ୍ୱର – ପଟ୍ଟାମୁଣ୍ଡାଇ ଅଂଚଳରେ ବ୍ରାହ୍ମଣୀ ନଦୀରେ କୁମ୍ଭୀର ଆକ୍ରମଣରେ ପ୍ରାଣ ହରାଇଥିବା ମହିଳାଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ସହାୟତା ରାଶି ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
Related Stories
November 22, 2024