ଭୁବନେଶ୍ୱର, ଆଜି ଅଗଷ୍ଟ ୧୯ ତାରିଖ ସୋମବାର ଏବଂ ଆଗାମୀ ଅଗଷ୍ଟ ୨୬ ତାରିଖ ସୋମବାରରେ ଭୁବନେଶ୍ୱର ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ । ସରକାରୀ ଛୁଟି ଥିବାରୁ ଏହି ଦିନରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l
Related Stories
October 6, 2024
October 6, 2024