ଭୁବନେଶ୍ୱର– ପବିତ୍ର ରାକ୍ଷୀ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଏବଂ ବଡ଼ ଠାକୁର ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ଶୁଭ ଜନ୍ମ ଦିବସ ଅବସରରେ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ସ୍ନେହ, ଶ୍ରଦ୍ଧା ଏବଂ ସୁରକ୍ଷାର ପ୍ରତୀକ ପବିତ୍ର ରକ୍ଷା ସୂତ୍ର ସମସ୍ତଙ୍କ ଜୀବନକୁ ମଙ୍ଗଳମୟ କରିବା ସହ ଭାଇ ଓ ଭଉଣୀର ପବିତ୍ର ସମ୍ପର୍କକୁ ଆହୁରି ନିବିଡ କରୁ, ମହାପ୍ରଭୁଙ୍କ ନିକଟରେ ମୋର ଏତିକି କାମନା।
Related Stories
October 9, 2024
October 9, 2024