ଭୁବନେଶ୍ୱର– ପବିତ୍ର ରାକ୍ଷୀ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଭାଇ ଭଉଣୀଙ୍କ ଗଭୀର ସ୍ନେହ ଓ ଅତୁଟ ବିଶ୍ୱାସର ପ୍ରତୀକ, ପବିତ୍ର ରକ୍ଷାବନ୍ଧନ ପର୍ବର ଶୁଭକାମନା ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO