
ଭୁବନେଶ୍ୱର-ସପ୍ତଦଶ ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଆଜିଠାରୁ ଅନୁଷ୍ଠିତ ହେବ। ଏହା ସେପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ମୋଟ ୧୯ଟି କାର୍ଯ୍ୟଦିବସ ରହିଛି। ଆଜି ଅଧିବେଶନର ପ୍ରଥମ ଦିନରେ ବିଭାଗୀୟ ସ୍ଥାୟୀ କମିଟିଗୁଡ଼ିକର ରିପୋର୍ଟ ଗୃହରେ ଉପସ୍ଥାପନ ହେବାର କାର୍ଯ୍ୟସୂଚୀ ରହିଛି।