ଭୁବନେଶ୍ୱର– ଆସନ୍ତା ସୋମବାର ଅଗଷ୍ଟ ୨୬ ତାରିଖରେ ଭୁବନେଶ୍ୱର ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସରକାରୀ ଛୁଟି ଥିବାରୁ ଏହି ଦିନ ଶୁଣାଣି ବନ୍ଦ ରହିବ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏକ୍ସ ଜରିଆରେ ଏହି ସୂଚନା ଦିଆଯାଇଛି।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO