
ପୁରୀ : ପୁରୀରେ ପୁରାତନ ମଙ୍ଗୁ ମଠ ଭାଙ୍ଗିବା ପ୍ରସଙ୍ଗରେ ଚିନ୍ତା ପ୍ରକଟ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ, ଉଚ୍ଛେଦ ପ୍ରକ୍ରୀୟା ବନ୍ଦ ସହ ପୁରଣା ଐତିହ୍ୟର ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟ୍ବିଟ୍ ମାଧ୍ୟମରେ ଅନୁରୋଧ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ |