ଭୁବନେଶ୍ୱର– ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଆରମ୍ଭ ହେବ ସୁଭଦ୍ରା ଯୋଜନା । ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଆସିବେ ପିଏମ । ଓଡ଼ିଶାର ମାତୃଶକ୍ତିଙ୍କୁ ସ୍ବାବଲମ୍ବୀ କରିବାକୁ ସୁଭଦ୍ରା ଯୋଜନା ଆରମ୍ଭ ହୋଇଛି। ସେପ୍ଟେମ୍ବର ୧୭ ତାରିଖ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ଏହା ଶୁଭାରମ୍ଭ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Related Stories
September 19, 2024