ଭୁବନେଶ୍ୱର– ଚୀନ୍ରେ ଚମକିଲେ ଓଡ଼ିଆ ସଟ୍ଲର ତନଭି ପତ୍ରି । ଏସୀୟ ବ୍ୟାଡମିଣ୍ଟନ ଚାମ୍ପିଅନ୍ସସିପ ଟାଇଟଲ ଜିତିଛନ୍ତି ତନଭି । ୧୫ ବର୍ଷରୁ କମ୍ ବାଳିକା ସିଙ୍ଗଲ୍ସରେ ତନଭି ପତ୍ରି ଚାମ୍ପିଅନ ହୋଇଛନ୍ତି । ଭିଏତ୍ନାମ ପ୍ରତିଦ୍ବନ୍ଦ୍ବୀଙ୍କୁ ହରାଇ ତନଭି ପତ୍ରି ଚାମ୍ପିଅନ ହୋଇଥିବା ସୂଚନା ମିଳିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO