ଭୁବନେଶ୍ୱର/ପୁରୀ– ପୁରୀ ସର୍କିଟ ହାଉସରେ ପ୍ରଧାନମନ୍ତ୍ରୀଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ ପ୍ରସାରଣ ହୋଇଛି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଯୋଗ ଦେଇଥିଲେ । କେନ୍ଦ୍ରମନ୍ତ୍ରୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରାଡି ଓ କେଭି ସିଂହଦେଓ ଯୋଗ ଦେଇଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO