କୋଲକାତା- ଆରଜି କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ମାମଲା । କିଛି ସମୟ ମଧ୍ୟରେ ଆରମ୍ଭ ହେବ ଅଭିଯୁକ୍ତ ସଂଜୟ ରଏର ପଲିଗ୍ରାଫ ଟେଷ୍ଟ । ଗିରଫ ସଂଜୟ ରଏର ପଲିଗ୍ରାଫ ଟେଷ୍ଟ କରିବେ ସିବିଆଇର ଦିଲ୍ଲୀରୁ ଆସିଥିବା ଫରେନସିକ ଟିମ୍ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO