ଭୁବନେଶ୍ୱର– ଶଙ୍ଖ ଭବନରେ ବିଜେଡି ବିଧାୟକଙ୍କ ପ୍ରଶିକ୍ଷଣ ଶିବିର ହୋଇଛି । ଏହି ଶିବିରକୁ ବିରୋଧୀ ଦଳ ନେତା ନବୀନ ପଟନାୟକ ଉଦଘାଟନ କରିଛନ୍ତି । ଶିବିରରେ ସମସ୍ତ ବିଧାୟକ ଓ ବରିଷ୍ଠ ନେତା ଉପସ୍ଥିତ ଅଛନ୍ତି । 18 ନବ ନିର୍ବାଚିତ ବିଧାୟକଙ୍କ ସହ ଅନ୍ୟ ବିଧାୟକ ମାନେ ତାଲିମ ନେଉଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO