ଭୁବନେଶ୍ୱର– ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ୟୁନିଟ୍-5 ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ । ଏସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ପକ୍ଷରୁ ସୂଚନା ଦିଆଯାଇଛି । ସରକାରୀ ଛୁଟି ଦିନ ଥିବାରୁ ଜନଶୁଣାଣି ଅଭିଯୋଗ ବନ୍ଦ ରହିବ ।
Related Stories
November 22, 2024