ଭୁବନେଶ୍ୱର– ପବିତ୍ର ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ଜନ୍ମାଷ୍ଟମୀର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ପ୍ରଭୁ ଶ୍ରୀକୃଷ୍ଣଙ୍କ କୃପା ଓ ଆଶୀର୍ବାଦ ସଭିଙ୍କ ଜୀବନରେ ସୁଖ ଏବଂ ସମୃଦ୍ଧି ଭରି ଦେଉ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO