
ଭୁବନେଶ୍ୱର – ମାଲକାନଗିରି ମାଥିଲି-୩ ଜିଲ୍ଲା ପରିଷଦ ସଭ୍ୟା ସସ୍ମିତା ମାଝୀ ବିଜେଡିରୁ ବହିଷ୍କୃତ ହୋଇଛନ୍ତି। ଦଳର ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଜନ ବିରୋଧୀ କାର୍ଯ୍ୟ ପାଇଁ ସସ୍ମିତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ବିଜେଡିର ବରିଷ୍ଠ ଗଣମାଧ୍ୟମ ସଂଯୋଜକ ପ୍ରତାପ ଜେନା ଏକ ପ୍ରେସ୍ ବିଜ୍ଞପ୍ତି ରେ ଏହି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ ଯେ ସସ୍ମିତାଙ୍କ ନାଁରେ ଚାକିରି ଦେବା ନାଁରେ ଟଙ୍କା ଠକେଇ ଅଭିଯୋଗ ଥିଲା।