ଭୁବନେଶ୍ୱର, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ 70ହଜାର ଲୋକଙ୍କ ଡେଙ୍ଗୁ ପରୀକ୍ଷା କରାଯାଇଛି । ଡେଙ୍ଗୁ ସ୍ଥିତି ନେଇ ପ୍ରତିକ୍ରିୟା ଦେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ଏହି ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଚିହ୍ନଟ ହେଲେଣି 2,759 ଜଣ ଡେଙ୍ଗୁ ରୋଗୀ I ସୁନ୍ଦରଗଡ଼ରୁ 865, ଖୋର୍ଦ୍ଧାରୁ 837 ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି I କେବଳ ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ବରରେ 500ରୁ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି ।