ଭୁବନେଶ୍ୱର,ନୂଆ ସରକାରଙ୍କ ସ୍କାନରରେ ରାଜ୍ୟର ୯୧ ଜଣ ବିଡ଼ିଓ ଅଛନ୍ତି । ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନ ରେ ପଂଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ଏହି ଲିଖିତ ଉତ୍ତର ଦେଇଛନ୍ତି ।
ସେ କହିଛନ୍ତି ଯେ, ବିଭିନ୍ନ ଅଭିଯୋଗ ଆଧାରରେ ୯୧ ବିଡ଼ିଓଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବିଚାରକୁ ନିଆଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO