ଭୁବନେଶ୍ବର ,ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆଜି ଠାରୁ ଦୁଇ ଦିନ ଧରି ଭୁବନେଶ୍ବର ସ୍ଥିତ ଉତ୍କଳ ବିପନ୍ନ ସହାୟତା ସମିତି ଠାରେ ଅନୁଷ୍ଠିତ ହେବାକୁ ଯାଉଛି l ଏହି ବୈଠକରେ ଶିକ୍ଷା ସ୍ଥିତି, ସାମାଜିକ ସ୍ଥିତି ଓ ପର୍ଯ୍ୟାବରଣ ସୁରକ୍ଷା ଉପରେ ପାରିତ ହେବ ପ୍ରସ୍ତାବ । ସଦସ୍ୟତା ଅଭିଯାନ, ଛାତ୍ରସଂସଦ ନିର୍ବାଚନ, ଓ ଆଗାମୀ କାର୍ଯ୍ୟକ୍ରମ ବିଷୟରେ ହେବ ଚର୍ଚ୍ଚା l
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO